#Uncategorized

🌹🌷💐ଆଜିର ରାଶିଫଳ🌹🌷💐

🌷💐🌹
ଅଦ୍ୟ ମାର୍ଚ୍ଚ ୦୯ ତାରିଖ ୨୦୨୦ମସିହା(ସୋମବାର)
ଶକାବ୍ଦ -୧୯୪୧
ସମ୍ବତ -୨୦୭୬
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ଫାଲଗୁନ -ଶୁକ୍ଳପକ୍ଷ
ତିଥି -ପୂର୍ଣ୍ଣିମା ରାତ୍ରି ଘ୧୧/୧୨ ପର୍ଯ୍ୟନ୍ତ ପ୍ରତିପଦ ନକ୍ଷତ୍ର-ପୂର୍ବାଫାଃ ରାତ୍ରି ଘ୦୧/୩୫ପର୍ଯ୍ୟନ୍ତ ତଦନ୍ତେ ଉତ୍ତରାଫାଃ ଚନ୍ଦ୍ର-ସିଂହ
ଯୋଗ-ଧୃତି
କରଣ-ବିଷ୍ଟି
ସୂର୍ଯ୍ୟ -କୁମ୍ଭ ୨୬ ଦିନ


ସୁର୍ୟୋଦୟ -ପ୍ରାତଃ ଘ୦୬/୦୩/୩୨

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୪୪

ଯୋଗିନୀ ବାୟବ୍ୟେ ରାତ୍ରି ଘ୧୧/୧୨ ଗତେ ପୂର୍ବେ
କର୍କଟ ଓ ମକର ରାଶିର ଘାତଚନ୍ଦ୍ର ମିଥୁନ ରାଶିର ଘାତବାର

ଅଦ୍ୟ ପୂର୍ଣ୍ଣିମାର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା -ଦିବା ଘ୦୭/୩୨ଗତେ ଘ୦୮/୫୯ମଧ୍ୟେ
ବାରବେଳା- ଦିବା ଘ୦୨/୫୪ଗତେ ଘ୦୪/୨୪ମଧ୍ୟେ


ଅମୃତବେଳା- ଦିବା ଘ୦୭/୩୦ମଧ୍ୟେ ଓ ଘ୧୦/୪୫ଗତେ ଘ୦୧/୦୪ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୮/୫୯ଗତେ ଘ୧୦/୨୪ମଧ୍ୟେ ଓ ରାତ୍ରି ଘ୧୧/୫୮ଗତେ ଘ୦୧/୨୫ମଧ୍ୟେ


*ଅଦ୍ୟ ଆମିଷ ରାତ୍ରି ଘ୧୧/୧୪ ଗତେ ପାଣିକଖାରୁ ଭକ୍ଷଣ ନିଷେଧ



———————-
ମେଷ👉 : *କ୍ୟାରିୟରର ସୁଧାର ପାଇଁ ଭଲ ଦିନଟିଏ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ଆସିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।

ବୃଷ:👉 ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।

ମିଥୁନ:👉 ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।

କର୍କଟ: 👉ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।

ସି˚ହ:👉ଆପଣ କୌଣସି କାର୍ଯ୍ୟ ତରବରିଆ ଭାବେ କଲେ କ୍ଷତି ହୋଇପାରେ। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।

କନ୍ୟା: 👉ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ଅଚାନକ ଧନପ୍ରାପ୍ତି ହେବ। ପାରିବାରିକ ଜୀବନ ସୁଖମୟ ହେବ।

ତୁଳା:👉 ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ।

ବିଛା:👉ରଚନାତ୍ମକ କାମରେ ଆପଣଙ୍କର ନାମ ହେବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।

ଧନୁ:👉ଆଜି ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ବିଶେଷ ସମ୍ବେଦନଶୀଳ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।

ମକର:👉 ଆପଣ ନିଜ କାମରେ ପ୍ରଶ˚ସା ଓ ପୁରସ୍କାର ପାଇବେ। କାରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।

କୁମ୍ଭ:👉ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।

ମୀନ:👉ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ।

Leave a comment

Your email address will not be published. Required fields are marked *