🌹🌷💐ଆଜିର ରାଶିଫଳ🌹🌷💐
🌷💐🌹
ଅଦ୍ୟ ଅପ୍ରେଲ ୧୩ ତାରିଖ ୨୦୨୦ମସିହା(ସୋମବାର)
ଶକାବ୍ଦ -୧୯୪୧
ସମ୍ବତ -୨୦୭୭
ସାଲ-୧୪୨୭
ସମ୍ବତ୍ସର -ପ୍ରମାଥୀ
ବୈଶାଖ -କୃଷ୍ଣପକ୍ଷ
ତିଥି -ଷଷ୍ଠୀ ଦିବା ଘ୦୪/୨୮ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ ନକ୍ଷତ୍ର-ମୂଳା ରାତ୍ରି ଘ୦୭/୪୭ ପର୍ଯ୍ୟନ୍ତ ତଦନ୍ତେ ପୂ:ଷାଢା ଚନ୍ଦ୍ର- ଧନୁ
ଯୋଗ-ପରିଘ
କରଣ-ବାଣିଜ୍ୟ
ସୂର୍ଯ୍ୟ -ମେସ ୦୧ ଦିନ
ଅଦ୍ୟ ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତି
ସୁର୍ୟୋଦୟ -ପ୍ରାତଃ ଘ୦୫/୩୩/୨୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୦/୪୪
ଯୋଗିନୀ ପଶ୍ଚିମେ ଦିବା ଘ୦୪/୩୦ ଗତେ ବାୟବ୍ୟେ
ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର ମିଥୁନ ରାଶିର ଘାତବାର
ଅଦ୍ୟ ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳା -ଦିବା ଘ୦୭/୦୬ଗତେ ଘ୦୮/୪୨ମଧ୍ୟେ
ବାରବେଳା- ଦିବା ଘ୦୨/୫୨ଗତେ ଘ୦୪/୨୬ମଧ୍ୟେ
ଅମୃତବେଳା- ଦିବା ୦୭/୦୫ମଧ୍ୟେ ଓ ଘ୦୧/୨୦ଗତେ ଘ୦୨/୫୦ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୦୮/୩୮ ଗତେ ଘ୧୦/୧୦ମଧ୍ୟେ ଓ ରାତ୍ର ଘ୧୧/୪୮ଗତେ ଘ୦୧/୧୫ମଧ୍ୟେ
*ଅଦ୍ୟ ନିମ୍ବ ବେଲ ଦିବା ଘ୦୪/୩୦ଗତେ ତାଳ ଭକ୍ଷଣ ନିଷେଧ
———————-
🌹ମେଷ🌷👉-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
🌹ବୃଷ🌷👉–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
🌹ମିଥୁନ🌷👉-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
🌹କର୍କଟ🌷👉–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
🌹ସିଂହ🌷👉– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
🌹କନ୍ୟା🌷👉– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
🌹ତୁଳା🌷👉–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।
🌹ବିଛା🌷👉–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।
🌹ଧନୁ🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
🌹ମକର🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।
🌹କୁମ୍ଭ🌷👉–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।
🌹ମୀନ🌷👉–ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
👉👉👉ଆପଣଙ୍କୁ ଓଡିଆ ନୂତନବର୍ଷ (ପଣାସଂକ୍ରାନ୍ତି) ଓ ହନୁମାନ ଜୟନ୍ତିର ହାର୍ଦ୍ଧିକ ଅଭିନନ୍ଦନ।ନବବର୍ଷଟି ଆପଣ ଏବଂ ଆପଣଙ୍କ ପରିବାର ସହିତ ପୃଥିବୀର ପ୍ରତ୍ୟେକ ଜୀବଜଗତପାଇଁ ଆନନ୍ଦଉଲ୍ଲାସର ବର୍ଷହେଉ ଏହାହିଁ ହନୁମାନଙ୍କ ନିକଟରେ ପ୍ରାର୍ଥନା।