#Breaking News

ଦୁର୍ନୀତି ନିବାରଣ ସପ୍ତାହ ପାଇଁ ସଚେତନତା


ବରଗଡ଼(ଉଲାପ୍ର)
ଚଳିତ ମାସ ୨୭ ତାରିଖ ରୁ ଆସନ୍ତା ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ଦ୍ୱିତୀୟ ଦିନ ବିଭାଗ ପକ୍ଷରୁ ଏକ ସଚେତନତା ରେଲି ର ଆୟୋଜନ କରାଯାଇଥିଲା। ସରକାରୀ କର୍ମଚାରୀ ଦୁର୍ନୀତି ମୁକ୍ତ ହେଲେ ସମାଜ ତଥା ଦେଶର ପ୍ରଗତି ରେ ସହାୟକ ହୋଇପାରିବ ବୋଲି ସଚେତନତା କରାଯାଇଥିଲା। ଅଙ୍ଗନବାଡ଼ି କର୍ମୀ ମାନେ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ସଚେତନତା ସୃଷ୍ଟି କରିଥିଲେ।

Leave a comment

Your email address will not be published. Required fields are marked *