ଫୁଲବାଣୀ ସମେତ ସମଗ୍ର କନ୍ଧମାଳରେ ଶୀତ ଲହରୀ,ଫୁଲବାଣୀ ଓ ଦାରିଙ୍ଗବାଡିରେ ପାରଦ ୬ ଡିଗ୍ରୀ ସେଲସିୟସକୁ ଖସିଲା

ଫୁଲବାଣୀ(ସୁନୀଲପଟନାୟକ)କିଛିଦିନ ଅନ୍ତରରେ କନ୍ଧମାଳକୁ ପୁଣି ଶୀତ ଲେଉଟିଛି। ଗତ ଦୁଇଦିନ ହେଲା । ପୁଣି ଫୁଲବାଣୀସମେତ ସମଗ୍ର କନ୍ଧମାଳ ଜିଲ୍ଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି ତା ସାଙ୍ଗକୁ ସକାଳ ୯୮ଟା ଯାଏ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି। ଶନିବାର ଆଜି ଫୁଲବାଣୀରେ ତାପମାତ୍ରା ୬ଡିଗ୍ରୀ ସେଲସିୟସକୁ ଖସିଥିବାବେଳେ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡିରେ ତାପମାତ୍ରା ୬ ଡିଗ୍ରୀ ସେଲ ସିୟସ ରେକର୍ଡ଼ […]

ଗାଁ ସୀମା କୁ କେନ୍ଦ୍ର କରି ଦୁଇ ଗ୍ରାମବାସୀ ମୁହାଁମୁହିଁ

ବାଲିଗୁଡ଼ା: (ସଞ୍ଜୟ କୁମାର ପାଣିଗ୍ରାହୀ): ଗାଁ ସୀମାକୁ ନେଇ ଗୋଷ୍ଠୀ ସଂଘର୍ଷ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ଗ୍ରାମ ପଞ୍ଚାୟତରେ । ଦୀର୍ଘ ବର୍ଷର ବିବାଦ ଗୁରୁବାର ଉଗ୍ରରୂପ ଧାରଣ କରିଛି । ଫଳରେ ବାଲିସୁଗା ଓ ମାଦିନାଟ ଗ୍ରାମବାସୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି । ଗୋଷ୍ଠୀ ସଂଘର୍ଷରେ ମାଦିନାଟ ଗ୍ରାମର ଜଣେ ବ୍ୟକ୍ତିଙ୍କ ସମେତ ଦୁଇଜଣ ମହିଳା ଆହତ ହୋଇଥିବା କହିଛନ୍ତି ଗ୍ରାମବାସୀ । ସୂଚନା […]

ଯନ୍ତ୍ରୀକୁ ଧମକ ଦେଇଥିବା ଅଭିଯୁକ୍ତ ଙ୍କ ବିରୁଦ୍ଧରେ କାର୍ଯ୍ୟା ନୁଷ୍ଠାନ ଦାବୀରେବ୍ଲକ କର୍ମଚାରିଙ୍କ କଲମଛାଡ଼ ଆନ୍ଦୋଳନ ଧମକ

ଫୁଲବାଣୀ(ସୁନୀଲପଟନାୟକ)କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାର୍ଯ୍ୟାଳୟରେ କାର୍ଯ୍ୟରତ ଇଂ.ଲିଙ୍ଗରାଜ ପାତ୍ର ନାମକଜଣେ ଯନ୍ତ୍ରୀଙ୍କୁ ଡିଣ୍ଡର । ଗାଁ ର ଭାସ୍କର ପାତ୍ର ନାମକ ଜଣେ ଵ୍ୟକ୍ତି ଗତ ୨୫ତାରିଖ ରେ କୁଆଡେ ଅଶ୍ଳିଳ ଭାଷାରେ ଗାଳିଗୁଲଜ କରିବା ସହ ହତ୍ୟା ଧମକ ଦେଇଥିଲେ । ଏନେଇ ଯନ୍ତ୍ରୀ ଲିଙ୍ଗରାଜ ପାତ୍ର ଫିରିଙ୍ଗିଆ ଥାନାରେ ଏତେଲା ଦେଇଥିଲେ, ହେଲେ ପୋଲିସ କୌଣସି କାର୍ଯ୍ୟା ନୁଷ୍ଠାନ ଗ୍ରହଣ ନକରିବା ଫଳରେ ଏହାର ପ୍ରତିବାଦ କରି ବ୍ଳକର ସମସ୍ତ କର୍ମଚାରୀ କଲମଛାଡ଼ […]

ଆଜିର ରାଶିଫଳ

ଅଦ୍ୟ ଜାନୁଆରୀ ମାସ ୨୯ ତାରିଖ ୨୦୨୨ ମସିହା(ଶନିବାର)ଶକାବ୍ଦ -୧୯୪୩ସମ୍ବତ -୨୦୭୮ସାଲ-୧୪୨୯ସମ୍ବତ୍ସର-ରାକ୍ଷସମାଘ- କୃଷ୍ଣପକ୍ଷତିଥି- ଦ୍ୱାଦଶି ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀନକ୍ଷତ୍ର- ମୂଳା ରାତ୍ରି ଘ ୦୩/୧୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।ଚନ୍ଦ୍ର- ଧନୁଯୋଗ-ବ୍ୟାଘାତକରଣ – କୌଳବସୌରମାସ- ମକର ୧୬ ଦିନ✧═════•❁❀❁•═════✧ସୁର୍ୟୋଦୟ-ପ୍ରାତଃ ଘ୦୬/୨୬/୫୦ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୩/୨୮*✧═════•❁❀*ଯୋଗିନୀ ନୈରୁତେ ରାତ୍ରି ଘ ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ*ବୃଷ,ସିଂହ ଓ କନ୍ୟା ରାଶିର ଘାତବାରଦ୍ୱାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ✧═════•❁❀❁•═══କାଳବେଳ। -ଦିବା ଘ୦୭/୫୦ ମଧ୍ୟେ ଓ ଘ ୦୪/୦୯ […]

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାରେ ରେଣୁକା ସାହୁ ପାଇକମାଳ ବ୍ଲକ ଟପ୍ପର

ପାଇକମାଳ ( ଉଲାପ୍ର)ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପରିଚାଳିତ ୨୦୨୧-୨୨ ଶିକ୍ଷା ବର୍ଷର ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାରେ ପାଇକମାଳ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ କ୍ଲଷ୍ଟରର ଡୁମ୍ବେରବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ କୁମାରୀ ରେଣୁକା ସାହୁ ସଫଳତାର ସହ ବ୍ଲକ ଟପ୍ପର ଭାବେ ଉତ୍ତୀର୍ଣ୍ଣ ହୋଇ ମେଧାବୃତ୍ତି ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । କରୋନା ମହାମାରୀ ଯୋଗୁଁ ଦୀର୍ଘ ଦୁଇ ବର୍ଷ ହେଲା ସ୍କୁଲରେ ଶିକ୍ଷାଦାନ ବନ୍ଦ […]

ଷଡଙ୍ଗୀ ନୋଡାଲ ସ୍କୁଲରେ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

ଢେଙ୍କାନାଳ(ଉଲାପ୍ର)ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷଡ଼ଙ୍ଗୀ ର ପରିଚାଳନା ପରିଷଦ ବୈଠକ ପରିଚାଳନା ପରିଷଦ ସଭାପତି ସସ୍ମିତା ପୋଥାଳ ଙ୍କ ଅଧ୍ୟକ୍ଷତାରେ ଆଜି ଜାନୁଆରୀ ମାସ ସତେଇଶି ତାରିଖ ଅପରାହ୍ନ ଦୁଇଟା ସମୟରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଡୋର ଷ୍ଠେପ୍ ଶିକ୍ଷଣ କାର୍ଯ୍ୟ, ବାଲା କାର୍ଯ୍ୟକ୍ରମ,ଓ ସମିଶ୍ରଣ ପାଣ୍ଠି ଖର୍ଚ୍ଚ ଉପରେ ଆଲୋଚନା ହୋଇଥିଲା। ବିଦ୍ୟାଳୟ ସମ୍ମୁଖରେ ଇଟା ଦ୍ବାରା ସଜାଇବା କାର୍ଯ୍ୟ କ୍ରମ କୁ ସଭା […]