ଯୁବ ରେଡକ୍ରସ୍ ତରଫରୁ ବିଶ୍ଵ ରେଡକ୍ରସ୍ ଦିବସ ପାଳିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଆନୁକୂଲ୍ୟରେ ବିଶ୍ଵ ରେଡକ୍ରସ୍ ଦିବସ ପାଳିତ ହୋଇ ଯାଇଛି। ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ବିଶ୍ୱ ରେଡ଼କ୍ରସ ର ପ୍ରତିଷ୍ଠାତା ହେନେରୀ ଡୁନାଣ୍ଟ ଙ୍କ ଫୋଟ ଚିତ୍ରରେ ପୂଜ୍ୟ ପୂଜା ପୂର୍ବକ ଶ୍ରଦ୍ଧା ସୁମନ ଅର୍ପଣ କରି ଉକ୍ତ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ଯୁବ ରେଡକ୍ରସ୍ ଜିଲ୍ଲା ସଂଯୋଜକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, କାଉନସେଲର […]