୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡାରେ ମାର୍ଚ୍ଚ ୩୧ ତାରିଖ ଠାରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ମା’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି l ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ ବର୍ଷ ପୂର୍ତ୍ତି ଅବସରରେ ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୯ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ l ଏ ନେଇ […]