ସୂର୍ଯ୍ୟୋପରାଗ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି, ରାତିସାରା ଖୋଲା ରହିବ ଶ୍ରୀମନ୍ଦିର ୨୫ ତାରିଖ ରାତି ୮ଟା ୨୦ରୁ ପାକ ତ୍ୟାଗ, ୨୬ ତାରିଖ ସକାଳ ୮ଟା ୨୦ରେ ଗ୍ରହଣ ସ୍ପର୍ଶ
ଆସନ୍ତା ୨୬ ତାରିଖ ସୂର୍ଯ୍ୟୋପରାଗ ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ପୂର୍ବଦିନ ରାତିରେ ଅର୍ଥାତ ବୁଧବାର ରାତି ସାରା ଶ୍ରୀମନ୍ଦିର ଖୋଲା ରହିବ। ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ମୁତାବକ, ୨୫ ତାରିଖ ରାତି ୮ଟା ୨୦ରୁ ପାକ୍ ତ୍ୟାଗ ଓ ଦେବ ନୀତି ନିଷିଦ୍ଧ ହେବ। ଆସନ୍ତା ୨୬ ତାରିଖରେ ସକାଳ ୮ଟା ୨୦ ମିନିଟ୍ ୮ ସେକେଣ୍ଡରେ ଗ୍ରହଣ ସ୍ପର୍ଶ ହେବ। ଗ୍ରହଣ ସ୍ପର୍ଶ ପରେ ଶ୍ରୀମନ୍ଦିରରେ ଗ୍ରହଣ ମହାସ୍ନାନ, ତଡ଼ପ […]