ବାଟା ଗୁଡା ଠାରେ ଗଂଜେଇ ଚାଷ ବିରୋଧ ରେ ସଚେତନତା
ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜିଲାରେ ଦିନକୁଦିନ ବେଆଇନ ଗଂଜେଇ ଚାଷ ଓ ଚୋରାଚାଲାଣ ବଢିଚାଲିଥିବା ରୁ ଏହାକୁ ରୋକିବା ପାଇଁ ଜିଲ୍ଲା ଅବକାରୀ ବିଭାଗ ସହଯୋଗ ରେ ଅଗ୍ରଣୀ କଳା ଓ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବାଲିଗୁଡା ଥାନା ଅନ୍ତର୍ଗତ ବାଟା ଗୁଡା ପଂଚାୟତ କାର୍ଯ୍ୟାଳୟ ପରିସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା l ଅନୁଷ୍ଠାନ ର ସଂଯୋଜକ ତଥା ପ୍ରେସ କ୍ଲବ ସଭାପତି ସୁନୀଲ ପଟନାୟକ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେବାଲିଗୁଡା ଏସଡିପି […]