ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମହିଳାଙ୍କୁ ଆକ୍ରମଣ ସହ ଗଣବଳାତ୍କାର ଅଭିଯୋଗ
କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଆକ୍ରମଣ ସହ ଗଣବଳାତ୍କାର କରାଯାଇଛି। ଗତ ରବିବାର ସନ୍ଧ୍ୟାରେ ସମ୍ପୃକ୍ତା ମହିଳାଙ୍କ ସ୍ବାମୀ ନ ଥିଲେ। କେତେଜଣ ଯୁବକ ବିଭିନ୍ନ ମାରଣାସ୍ତ୍ର ଧରି ଘରେ ପଶି ପ୍ରଥମେ ତାଙ୍କ କାରର ଆଗପଛ କାଚ ଭାଙ୍ଗିଥିଲେ। ପ୍ରତିରୋଧ କରିବାରୁ ସେମାନେ ଗଣବଳାତ୍କାର କରିଥିବା ମହିଳା ଜଣକ ସଦର ଥାନାରେ ଅଭିଯୋଗ କରିଛନ୍ତି। ପୀଡ଼ିତା ଏବଂ ତାଙ୍କ ସ୍ବାମୀ […]